ଅଦ୍ଭୁତ ମୁକୁଟ ଓଡ଼ିଆ ଗଳ୍ପ

ଅଦ୍ଭୁତ ମୁକୁଟ ଓଡ଼ିଆ ଗଳ୍ପ ନିଶା ଗରଜୁଥାଏ । ସାଇଁ ସାଇଁ ଶୀତଳ ପବନ ସାଙ୍ଗକୁ ତୁହାକୁ ତୁହା ବର୍ଷା ମଧ୍ୟ ହେଉଥାଏ । ଘଡଘଡି ଓ ଶ୍ୱାନଶ୍ୱାପଦଙ୍କ ରଡି ମଝିରେ ମଝିରେ ଅଶରୀରୀମାନଙ୍କ ଅଟ୍ଟହାସ୍ୟ ଶୁଭୁଥାଏ । ଘନ ଘନ ବିଜୁଳି ଆଲୁଅରେ ଭୟାବହ ମୁହଁଟିମାନ ଦିଶିଯାଉଥାଏ ।    କିନ୍ତୁ ରାଜା ବିକ୍ରମାର୍କ ତିଳେ ହେଲେ ମଧ୍ୟ ବିଚଳିତ ବୋଧ ନକରି ପୁନର୍ବାର ସେ ପ୍ରାଚୀନ ବୃକ୍ଷଟି…