କନକ ଉପତ୍ୟକାର କାହାଣୀ

କନକ ଉପତ୍ୟକାର କାହାଣୀ କନକ ଉପତ୍ୟକାରେ ଭୂମିକମ୍ପ ହେଲା । ରାଜକୋପରୁ ରକ୍ଷା ପାଇବା ନିମନ୍ତେ ନିର୍ଦୋଷ ରାଜୁ ପର୍ବତର ମଧ୍ୟ ଦେଶରେ ଥିବା ପୂର୍ବ ରାଜବଂଶର ପରିତ୍ୟକ୍ତ ଦୁର୍ଗର ଭଗ୍ନାବଶେଷ ଭିତରେ ପହଁଚି କିମ୍ବଦନ୍ତିର ସୁବର୍ଣ୍ଣ ପ୍ରତିମା ଆବିଷ୍କାର କଲା…