କୁମାର ପୂର୍ଣ୍ଣିମା ର ବୈଶିଷ୍ଟ୍ୟ କିମ୍ବଦନ୍ତୀ ବିଶେଷତା
କୁମାର ପୂର୍ଣ୍ଣିମା ର ବୈଶିଷ୍ଟ୍ୟ କିମ୍ବଦନ୍ତୀ ବିଶେଷତା କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା ।ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ…
