ପ୍ରେମ ଜ୍ୟୋତି ଓଡ଼ିଆ ଗଳ୍ପ
ପ୍ରେମ ଜ୍ୟୋତି ଓଡ଼ିଆ ଗଳ୍ପ ପୋତନମ ନଗରୀର ଶାସକ ରାଜା ସୋମଚନ୍ଦ୍ର ଥିଲେ । ତାଙ୍କ ସ୍ତ୍ରୀ ଧାରିଣୀ ଅତ୍ୟନ୍ତ ପତିବ୍ରତା ଥିଲେ । ସେମାନଙ୍କର ପୁଅଟିଏ ଥାଏ । ତା’ର ନାମ ପ୍ରସନ୍ନଚନ୍ଦ୍ର ଦିନେ ରାଣୀ ରାଜାଙ୍କର କେଶଗୁଚ୍ଛ ସଜାଡି ଦେଉଥିଲେ । ସେ ଦେଖିଲେ ତାଙ୍କ ସ୍ୱାମୀ ତଥା ରାଜାଙ୍କର କେତୋଟି କେଶ ଧଳା ହୋଇ ଯାଇଛି ରାଣୀ ରାଜାଙ୍କୁ ପରିହାସରେ କିଛି କଥା କହିଲେ; କିନ୍ତୁ…
