ଲୀଳାବତୀ କଥା

ଲୀଳାବତୀ କଥା ପଂଚମଦିନ ସକାଳେ ମହାରାଜ ଭୋଜ ନିତ୍ୟକର୍ମ ସାରି ସିଂହାସନ ପାଖରେ ପହଁଚି ଆରୋହଣ କରିବାକୁ ପାଦ ବଢାଇବାକ୍ଷଣି ପରବର୍ତ୍ତି ପୁତ୍ତଳିକା ଲୀଳାବତୀ ଉଠିପଡି କହିଲା, “ମହାରାଜ! ବିକ୍ରମାଦିତ୍ୟଙ୍କ ସମାନ ମହାଦାନୀ, ନ୍ୟାୟ ବିଚାରକ ଏ ଦୁନିଆରେ କେହି ନାହାନ୍ତି…